ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଶୃଙ୍ଖଳା ସମ୍ପର୍କରେ…

30 Mar, 2026

ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଶୃଙ୍ଖଳା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି, ସପ୍ଲାଇଚେନ୍‌କୁ ଶୃଙ୍ଖଳିତ କରାଯାଉଛି, ଜନସାଧାରଣ ବ୍ୟସ୍ତ ନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।✅ ଏନ୍‌ଫୋର୍ସମେଣ୍ଟ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା…

26 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି।

ବିଧାନସଭାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଗୃହ…

25 Mar, 2026

ବିଧାନସଭାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଗୃହ ବିଭାଗର ବଜେଟ୍ ଆଲୋଚନା ସମୟରେ ଉତ୍ତର ରଖିଛନ୍ତି।

ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଜାତୀୟସ୍ତରୀୟ 'ଯକ୍ଷ୍ମା ମୁକ୍ତ ଭାରତ - ୧୦୦ ଦିନିଆ ଅଭିଯାନ ୨.୦' ଆରମ୍ଭ…

24 Mar, 2026

ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଜାତୀୟସ୍ତରୀୟ 'ଯକ୍ଷ୍ମା ମୁକ୍ତ ଭାରତ - ୧୦୦ ଦିନିଆ ଅଭିଯାନ ୨.୦'  ଆରମ୍ଭ ହେଉଛି।  ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରରେ ଲୋକ ସେବା ଭବନରେ ଆଭାସୀ ମାଧ୍ୟମରେ ଯୋଗଦାନ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |