ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା…

20 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର ଅଞ୍ଚଳକୁ ଏହି ପ୍ରକଳ୍ପ ଜରିଆରେ ବିକଶିତ କରାଯିବ। ଏହି ପ୍ରକଳ୍ପକୁ ପର୍ଯ୍ୟଟକମାନଙ୍କ ପାଇଁ ଏକ ଜାତୀୟସ୍ତରର ଆକର୍ଷଣୀୟ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ…

ଓଡ଼ିଶାର ସମୃଦ୍ଧ ବ୍ୟଞ୍ଜନ ପରମ୍ପରାକୁ ସମ୍ମାନ ଜଣାଇ ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପରବ’…

20 Mar, 2026

ଓଡ଼ିଶାର ସମୃଦ୍ଧ ବ୍ୟଞ୍ଜନ ପରମ୍ପରାକୁ ସମ୍ମାନ ଜଣାଇ ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପରବ’ ଆୟୋଜିତ ହେଉଛି । ଏହି ଉତ୍ସବରେ ପଖାଳ ସହ ଓଡ଼ିଆ ପାକଶାଳାର ବିଭିନ୍ନ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରଦର୍ଶିତ ହୋଇଛି । ଓଡ଼ିଆ ଖାଦ୍ୟ ସଂସ୍କୃତିକୁ ବ୍ୟାପକ କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ପଖାଳ ଦିବସ ଅବସରରେ ଭୁବନେଶ୍ୱର ପାନ୍ଥ ନିବାସରେ ଆୟୋଜିତ…

20 Mar, 2026

ବିଶ୍ୱ ପଖାଳ ଦିବସ ଅବସରରେ ଭୁବନେଶ୍ୱର ପାନ୍ଥ ନିବାସରେ ଆୟୋଜିତ 'ପଖାଳ ପରବ' କାର୍ଯ୍ୟକ୍ରମରେ ଯୋଗଦେଲି। ପଖାଳ କେବଳ ଏକ ସାଧାରଣ ଖାଦ୍ୟ ନୁହେଁ, ଏହା ଆମ ଓଡ଼ିଆ ଜୀବନଶୈଳୀର ଅବିଚ୍ଛେଦ୍ୟ ଅଙ୍ଗ ଏବଂ ଆମ ସଂସ୍କୃତିର ସ୍ପନ୍ଦନ। ପ୍ରତିଟି ଓଡ଼ିଆଙ୍କ ହାଣ୍ଡିଶାଳରେ ଆଦୃତ ଏହି ପାରମ୍ପରିକ ଖାଦ୍ୟ ଆମକୁ ସରଳତା ଏବଂ ଏକତାର ଶିକ୍ଷା ଦେଇଥାଏ।। ଆଜି ଏହି ପାରମ୍ପରିକ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ଭବନଠାରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଙ୍କ…

18 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ଭବନଠାରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |