ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ପଖାଳ ଦିବସ ଅବସରରେ ଭୁବନେଶ୍ୱର ପାନ୍ଥ ନିବାସରେ ଆୟୋଜିତ…

20 Mar, 2026

ବିଶ୍ୱ ପଖାଳ ଦିବସ ଅବସରରେ ଭୁବନେଶ୍ୱର ପାନ୍ଥ ନିବାସରେ ଆୟୋଜିତ 'ପଖାଳ ପରବ' କାର୍ଯ୍ୟକ୍ରମରେ ଯୋଗଦେଲି। ପଖାଳ କେବଳ ଏକ ସାଧାରଣ ଖାଦ୍ୟ ନୁହେଁ, ଏହା ଆମ ଓଡ଼ିଆ ଜୀବନଶୈଳୀର ଅବିଚ୍ଛେଦ୍ୟ ଅଙ୍ଗ ଏବଂ ଆମ ସଂସ୍କୃତିର ସ୍ପନ୍ଦନ। ପ୍ରତିଟି ଓଡ଼ିଆଙ୍କ ହାଣ୍ଡିଶାଳରେ ଆଦୃତ ଏହି ପାରମ୍ପରିକ ଖାଦ୍ୟ ଆମକୁ ସରଳତା ଏବଂ ଏକତାର ଶିକ୍ଷା ଦେଇଥାଏ।। ଆଜି ଏହି ପାରମ୍ପରିକ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ଭବନଠାରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଙ୍କ…

18 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ଭବନଠାରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଜୀ…

17 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଜୀ ଓଡ଼ିଶା ଗସ୍ତ ସଫଳତାର ସହ ଶେଷ କରି ଫେରିବା ଅବସରରେ ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି ।​ଆଦରଣୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ 'ପୂର୍ବୋଦୟ' ପରିକଳ୍ପନାକୁ ସାକାର କରିବା ସହ ଏକ ସୁରକ୍ଷିତ ଓ…

ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ…

17 Mar, 2026

ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |