ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପାରାଦ୍ବୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ୍ ଶିଳ୍ପ…

15 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପାରାଦ୍ବୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ୍ ଶିଳ୍ପ ପ୍ରତିଷ୍ଠା ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି। ପାରାଦ୍ଵୀପ ପୋର୍ଟର ସମ୍ପ୍ରସାରଣ, ଜାହାଜ ନିର୍ମାଣ ଓ ମରାମତି କାରଖାନା,ବନ୍ଦର ବିକାଶ ପାଇଁ ଆବଶ୍ୟକ ବିଭିନ୍ନ ପ୍ରକଳ୍ପ ବିଷୟରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଛି।ପାରାଦ୍ବୀପରେ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ…

13 Mar, 2026

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ଉତ୍ସବ ଦିବସ ଅବସରରେ ଦେଶର ଅନ୍ନଦାତାଙ୍କୁ ‘ପିଏମ୍-କିଷାନ ଯୋଜନା’ର ୨୨ତମ କିସ୍ତି ପ୍ରଦାନ କରିଛନ୍ତି। ଏଥିରେ ଓଡ଼ିଶାର ୩୪ଲକ୍ଷରୁ ଊର୍ଦ୍ଧ୍ୱ ଅନ୍ନଦାତାଙ୍କୁ ₹୬୮୪ କୋଟି ସହାୟତା ପ୍ରଦାନ କରାଯାଇଛି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି…

ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବାରେ ସୁଭଦ୍ରା ଯୋଜନା ସଫଳ ହୋଇଛି ଓ ସେମାନଙ୍କୁ ଆର୍ଥିକ ସ୍ୱାଧୀନତା ପ୍ରଦାନ କରି…

08 Mar, 2026

ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବାରେ ସୁଭଦ୍ରା ଯୋଜନା ସଫଳ ହୋଇଛି ଓ ସେମାନଙ୍କୁ ଆର୍ଥିକ ସ୍ୱାଧୀନତା ପ୍ରଦାନ କରି ସ୍ୱତନ୍ତ୍ର ପରିଚୟ ଦେଇଛି। ସୁଭଦ୍ରା ଯୋଜନା ଆଜି ରାଜ୍ୟର ମହିଳାମାନଙ୍କ ପାଇଁ ଆତ୍ମବିଶ୍ୱାସ ଓ ଆତ୍ମନିର୍ଭରତାର ସ୍ରୋତ ହୋଇପାରିଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀଠାରେ ସୁଭଦ୍ରା ଯୋଜନା ଅନ୍ତର୍ଗତ ଚତୁର୍ଥ କିସ୍ତି…

'ସଶକ୍ତ ମହିଳା, ସମୃଦ୍ଧ ଓଡ଼ିଶା' ର ସଂକଳ୍ପକୁ ମଜଭୁତ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…

08 Mar, 2026

'ସଶକ୍ତ ମହିଳା, ସମୃଦ୍ଧ ଓଡ଼ିଶା' ର ସଂକଳ୍ପକୁ ମଜଭୁତ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନ୍ତର୍ଜାତୀୟ ମହିଳା ଦିବସରେ ଚତୁର୍ଥ କିସ୍ତି ସୁଭଦ୍ରା ସହାୟତା ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ।  ✅ ୧ କୋଟିରୁ ଊର୍ଦ୍ଧ୍ଵ ହିତାଧିକାରୀଙ୍କୁ ମିଳିଲା ₹୫୦୦୦ ଲେଖାଏଁ ସୁଭଦ୍ରା ସହାୟତା ✅ ସମୁଦାୟ ₹୫,୦୦୦ କୋଟିରୁ ଊର୍ଦ୍ଧ୍ଵର…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |