ଓଡ଼ିଶା ଶିଳ୍ପ ଜଗତରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ।

08 Apr, 2026

ଓଡ଼ିଶା ଶିଳ୍ପ ଜଗତରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ। ଉଦ୍ୟୋଗୀମାନଙ୍କୁ ସମସ୍ତ ପ୍ରକାର ପ୍ରଶାସନିକ ସହଯୋଗ ପ୍ରଦାନ କରିବା ସହ ରାଜ୍ୟରେ ଶିଳ୍ପ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  ଭୂଇଁପୁର, ଖୋର୍ଦ୍ଧାଠାରେ ୪୦,୮୧୧ କୋଟି ଟଙ୍କା ମୂଲ୍ୟରେ ୩୬ଟି ଶିଳ୍ପ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୂଇଁପୁର, ଖୋର୍ଦ୍ଧାଠାରେ ନୂତନ ଶିଳ୍ପ ପ୍ରକଳ୍ପର ଉଦଘାଟନ ଏବଂ…

08 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  ଭୂଇଁପୁର, ଖୋର୍ଦ୍ଧାଠାରେ ନୂତନ ଶିଳ୍ପ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଶିଳ୍ପପତି ଏବଂ ଉଦ୍ୟୋଗୀମାନଙ୍କ ସହିତ ଆଲୋଚନା କରିଛନ୍ତି।

ବଜେଟ କେବଳ ଆୟ-ବ୍ୟୟର ତାଲିକା ନୁହେଁ, ବରଂ ଏହା ଓଡ଼ିଶାର ସମଗ୍ର ଉନ୍ନତି ସହ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣର ଏକ…

07 Apr, 2026

ବଜେଟ କେବଳ ଆୟ-ବ୍ୟୟର ତାଲିକା ନୁହେଁ, ବରଂ ଏହା ଓଡ଼ିଶାର ସମଗ୍ର ଉନ୍ନତି ସହ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣର ଏକ ସୁଦୃଢ଼ ରୋଡମ୍ୟାପ୍ ବୋଲି ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା ‘ଆମେ ଜାଣିବା, ଆମ ବଜେଟ’ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା:-✅ “ଆମେ ଜାଣିବା, ଆମ ବଜେଟ”…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପର କଳେବର ସମ୍ପର୍କରେ ଲୋକସେବା ଭବନଠାରେ ବୈଠକରେ ମାନ୍ୟବର…

07 Apr, 2026

ବିଦ୍ୟାଳୟ ପାଇଁ ଜାଗା ଚିହ୍ନଟ, ବିଦ୍ୟାଳୟ ବିଲ୍‌ଡିଂର ଢାଞ୍ଚା ସମେତ ଖେଳ ପଡ଼ିଆ ନିର୍ମାଣ, ବହୁମୁଖୀ ହଲ୍ ନିର୍ମାଣ ବିଷୟରେ ବୈଠକରେ  ଆଲୋଚନା ହୋଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟାଳୟମାନଙ୍କ ପାଇଁ ଅଧିକ ଜମି ଅଧିଗ୍ରହଣ କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ବୈଠକରେ କହିଛନ୍ତି।ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ,…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |