ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ 'ବିକାଶ ମନ୍ଥନ ୧.୦…

28 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ 'ବିକାଶ ମନ୍ଥନ ୧.୦ -- ଇନ୍ ଆକ୍ସନ' କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହ୍ୟୁମାନ ପେପିଲୋମା ଭାଇରସ (ଏଚପିଭି) ସଙ୍କ୍ରମଣକୁ ରୋକିବା ପାଇଁ…

28 Feb, 2026

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହ୍ୟୁମାନ ପେପିଲୋମା ଭାଇରସ (ଏଚପିଭି) ସଙ୍କ୍ରମଣକୁ ରୋକିବା ପାଇଁ ରାଜସ୍ଥାନର ଆଜମେରରୁ ଦେଶବ୍ୟାପୀ ଟୀକାକରଣ ଅଭିୟାନ ଆରମ୍ଭ କରିଛନ୍ତି। କୃଷି ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମରେ ଯୋଗଦେଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀୟୁକ୍ତ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଚପିଭି ପ୍ରତିଷେଧକ ଟିକା…

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଏଚ୍.ପି.ଭି. ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ।

28 Feb, 2026

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଏଚ୍.ପି.ଭି. ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ କୃଷି ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏଥିସହ ରାଜ୍ୟରେ ଜରୁରୀକାଳୀନ ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ୨୮ଟି ନୂତନ…

ନୂଆଦିଲ୍ଲୀରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀଙ୍କୁ ଭେଟିଲି।

26 Feb, 2026

ନୂଆଦିଲ୍ଲୀରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀଙ୍କୁ ଭେଟିଲି। ଆମ ରାଜ୍ୟର ଜନସାଧାରଣଙ୍କ ପାଇଁ ପ୍ରମୁଖ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ଏବଂ ବିଶ୍ୱସ୍ତରୀୟ ସୁବିଧା ଯୋଗାଇବା ପାଇଁ ଭାରତ ସରକାରଙ୍କ ସହିତ ଘନିଷ୍ଠ ଭାବରେ କାମ କରିବାକୁ ପ୍ରତିବଦ୍ଧ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |