ନୂଆଦିଲ୍ଲୀରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀଙ୍କୁ ଭେଟିଲି।

26 Feb, 2026

ନୂଆଦିଲ୍ଲୀରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀଙ୍କୁ ଭେଟିଲି। ଆମ ରାଜ୍ୟର ଜନସାଧାରଣଙ୍କ ପାଇଁ ପ୍ରମୁଖ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ଏବଂ ବିଶ୍ୱସ୍ତରୀୟ ସୁବିଧା ଯୋଗାଇବା ପାଇଁ ଭାରତ ସରକାରଙ୍କ ସହିତ ଘନିଷ୍ଠ ଭାବରେ କାମ କରିବାକୁ ପ୍ରତିବଦ୍ଧ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ…

26 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ନୂତନ ଭବନର ନିର୍ମାଣ ଶୈଳୀରେ ଓଡ଼ିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନୂଆଦିଲ୍ଲୀ ସହିତ ଦେଶର ବିଭିନ୍ନ ସହରରେ ଓଡ଼ିଶାର ପ୍ରଶାସନିକ ସମନ୍ୱୟ ଓ ସାଂସ୍କୃତିକ…

ଲୋକାଭିମୁଖୀ ଓଡ଼ିଶା ବଜେଟ୍‌ ୨୦୨୬- ୨୭ ଜନସାଧାରଣଙ୍କ ମଧ୍ୟରେ ସୃଷ୍ଟି କରିଛି ନୂଆ ଉତ୍ସାହ।

24 Feb, 2026

ଲୋକାଭିମୁଖୀ ଓଡ଼ିଶା ବଜେଟ୍‌ ୨୦୨୬- ୨୭ ଜନସାଧାରଣଙ୍କ ମଧ୍ୟରେ ସୃଷ୍ଟି କରିଛି ନୂଆ ଉତ୍ସାହ। ଝାରସୁଗୁଡ଼ା ଓ ବଲାଙ୍ଗୀରବାସୀଙ୍କ ସମେତ ପିପିଲିର ଚାନ୍ଦୁଆ କାରିଗରମାନେ ଭୁବନେଶ୍ୱରଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ସମ୍ବର୍ଦ୍ଧିତ କରି ଧନ୍ୟବାଦ ଜଣାଇଛନ୍ତି। ​ସମୃଦ୍ଧ ଓଡ଼ିଶା ଗଠନ ସଂକଳ୍ପରେ ଏହି ବଜେଟ୍ ସମାଜର ସବୁ ବର୍ଗର ଲୋକଙ୍କୁ…

ଗୋଆର ମାନ୍ୟବର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରମେଶ ତବାଡକର ଭୁବନେଶ୍ୱରଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

24 Feb, 2026

ଗୋଆର ମାନ୍ୟବର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରମେଶ ତବାଡକର ଭୁବନେଶ୍ୱରଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |