ବାହାରିନ ଠାରେ ବିଡବ୍ଲ୍ୟୁଏଫ୍ (BWF) ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିୟନସିପରେ ଷଷ୍ଠ ଥର ପାଇଁ ସ୍ୱର୍ଣ୍ଣ ପଦକ ସହ…

24 Feb, 2026

ବାହାରିନ ଠାରେ ବିଡବ୍ଲ୍ୟୁଏଫ୍ (BWF) ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିୟନସିପରେ ଷଷ୍ଠ ଥର ପାଇଁ ସ୍ୱର୍ଣ୍ଣ ପଦକ ସହ କ୍ରମାଗତ ଚତୁର୍ଥ ଥର ପାଇଁ ବିଶ୍ୱ ଟାଇଟଲ୍ ଜିତି ଐତିହାସିକ ସଫଳତା ଅର୍ଜନ କରିଥିବା ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ…

ଓଡ଼ିଶାର କାଳଜୟୀ ସାରସ୍ଵତ ସାଧକ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମାନ୍ୟବର…

24 Feb, 2026

ଓଡ଼ିଶାର କାଳଜୟୀ ସାରସ୍ଵତ ସାଧକ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ୪୪ତମ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (HLCA)…

21 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ୪୪ତମ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (HLCA) ବୈଠକରେ ଅଧ୍ୟକ୍ଷତା କରି ଓଡ଼ିଶାରେ ଶିଳ୍ପ ଅଭିବୃଦ୍ଧି ଏବଂ ନିବେଶକୁ ଦ୍ରୁତ ଗତିରେ ବୃଦ୍ଧି କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପୁନଃଦୋହରାଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଜେଟ୍ ଆକଳନ, ୨୦୨୬-୨୭ ଉପସ୍ଥାପନ ପରବର୍ତ୍ତୀ ସାମ୍ବାଦିକ ସମ୍ମିଳନୀରେ…

20 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଜେଟ୍ ଆକଳନ, ୨୦୨୬-୨୭ ଉପସ୍ଥାପନ ପରବର୍ତ୍ତୀ ସାମ୍ବାଦିକ ସମ୍ମିଳନୀରେ ବିବୃତ୍ତି ରଖିଛନ୍ତି ।  ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ସବୁ ବର୍ଗର  ଜନସାଧାରଣଙ୍କ ସ୍ୱପ୍ନ, ଆଶା ଓ ଆକାଂକ୍ଷା ପୂରଣ କରିବା ସହ ରାଜ୍ୟକୁ ବିକାଶର ଗତିପଥରେ ତ୍ଵରିତ ବେଗରେ ଅଗ୍ରସର କରାଇବା ଦିଗରେ ସହାୟକ ହେବ । ଏହି ବଜେଟ୍…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |