ରାଜ୍ୟ ବଜେଟ ୨୦୨୬-୨୭ରେ କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରର ବିକାଶ ଏବଂ ନୂତନ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ପାଇଁ…

20 Feb, 2026

ରାଜ୍ୟ ବଜେଟ ୨୦୨୬-୨୭ରେ କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରର ବିକାଶ ଏବଂ ନୂତନ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ମାନ୍ୟବର  ମହାକାଳପଡ଼ା ବିଧାୟକ ଶ୍ରୀ ଦୁର୍ଗା ପ୍ରସନ୍ନ ନାୟକ ବିଧାନସଭା ପ୍ରକୋଷ୍ଠରେ  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି । 

ରାଜ୍ୟ ବଜେଟ ୨୦୨୬-୨୭ରେ ବଲାଙ୍ଗୀରରେ ସରକାରୀ ଇଞ୍ଜିନିୟରିଂ କଲେଜ ଓ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି…

20 Feb, 2026

ରାଜ୍ୟ ବଜେଟ ୨୦୨୬-୨୭ରେ ବଲାଙ୍ଗୀରରେ ସରକାରୀ ଇଞ୍ଜିନିୟରିଂ କଲେଜ ଓ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହଲିଙ୍ଗ ଏବଂ ମାନ୍ୟବର ଟିଟଲାଗଡ଼ ବିଧାୟକ ଶ୍ରୀ ନବୀନ ଜୈନ ବିଧାନସଭା ପ୍ରକୋଷ୍ଠରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ…

ରାଜ୍ୟ ବଜେଟ ୨୦୨୬-୨୭ରେ ଗଜପତି ଜିଲ୍ଲାରେ ନୂତନ ଆୟୁର୍ବେଦିକ କଲେଜ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ…

20 Feb, 2026

ରାଜ୍ୟ ବଜେଟ ୨୦୨୬-୨୭ରେ ଗଜପତି ଜିଲ୍ଲାରେ ନୂତନ ଆୟୁର୍ବେଦିକ କଲେଜ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ମାନ୍ୟବର ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ ବିଧାନସଭା ପ୍ରକୋଷ୍ଠରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି । 

ଚଳିତ ବଜେଟ ୨୦୨୬-୨୭ ରେ ଭଦ୍ରକରେ ନୂତନ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ମାନ୍ୟବର…

20 Feb, 2026

ଚଳିତ ବଜେଟ ୨୦୨୬-୨୭ ରେ ଭଦ୍ରକରେ ନୂତନ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ମାନ୍ୟବର ଭଦ୍ରକ ବିଧାୟକ ଶ୍ରୀ ସିତାଂଶୁ ଶେଖର ମହାପାତ୍ର ବିଧାନସଭା ପ୍ରକୋଷ୍ଠରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି ।  

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |