ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଓଡ଼ିଶା ଆସିଥିବା ଭାରତୀୟ ସଶସ୍ତ୍ର ବାହିନୀର ଅଧିକାରୀଗଣ ଲୋକସେବା ଭବନଠାରେ…

05 Feb, 2026

ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଓଡ଼ିଶା ଆସିଥିବା ଭାରତୀୟ ସଶସ୍ତ୍ର ବାହିନୀର ଅଧିକାରୀଗଣ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରୁଛନ୍ତି।

ରାଇରଙ୍ଗପୁରଠାରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ…

04 Feb, 2026

ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ କେବଳ ସାମାନ୍ୟ କୋଠା କିମ୍ବା ଭିତ୍ତିଭୂମି ନୁହେଁ; ଏହା ହେଉଛି ଉନ୍ନତ ମାନବ ସମ୍ବଳ ସୃଷ୍ଟିରେ ଆମର ନିବେଶ । ବିଶେଷକରି ଆମର ଯୁବପିଢ଼ି, ଚାଷୀ, ଆଦିବାସୀ ସମ୍ପ୍ରଦାୟ…

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାସ୍ଥିତ ମହୁଲଡିହା ସରକାରୀ ଏସ୍.ଏସ୍.ଡି ବାଳିକା…

04 Feb, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାସ୍ଥିତ ମହୁଲଡିହା ସରକାରୀ ଏସ୍.ଏସ୍.ଡି ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ବିଦ୍ୟାର୍ଥୀଙ୍କ ସହ ବାର୍ତ୍ତାଳପ କରିଛନ୍ତି। ମାନ୍ୟବର ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁରଠାରେ ଅବକାଶ ଗୃହର ଉଦଘାଟନ କରିବା ଅବସରରେ ମାନ୍ୟବର…

04 Feb, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁରଠାରେ ଅବକାଶ ଗୃହର ଉଦଘାଟନ କରିବା ଅବସରରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |