ବ୍ରହ୍ମପୁର ରେଳଷ୍ଟେସନରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ

04 Aug, 2026

ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବ୍ରହ୍ମପୁର ରେଳଷ୍ଟେସନରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ୱାଗତ ଓ ସମ୍ବର୍ଦ୍ଧନା  ଜଣାଇଛନ୍ତି ।

ରାଷ୍ଟ୍ରପତିଙ୍କ ଉପସ୍ଥିତିରେ କଟକରେ ଜଗତଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭାରମ୍ଭ

03 Aug, 2026

ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଏହି ଶୁଭ ଉଦ୍‌ଘାଟନ କେବଳ ଗୋଟିଏ ନୂତନ ଶିକ୍ଷାନୁଷ୍ଠାନର ପ୍ରତିଷ୍ଠା ନୁହେଁ; ଏହା ଓଡ଼ିଶାକୁ ଉଚ୍ଚଶିକ୍ଷା, ଗବେଷଣା ଏବଂ ନୈତିକ ଚରିତ୍ର ନିର୍ମାଣର ଏକ ବିଶ୍ୱସ୍ତରୀୟ ଶିକ୍ଷାକେନ୍ଦ୍ରରେ ରୂପାନ୍ତରିତ କରିବାର ନୂତନ ଯାତ୍ରା ବୋଲି  ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ।ଏହି ବିଶ୍ୱବିଦ୍ୟାଳୟ କୃତ୍ରିମ ବୁଦ୍ଧିମତ୍ତା,…

ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

03 Aug, 2026

ଓଡ଼ିଶା ଗସ୍ତ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରଠାରେ ପହଞ୍ଚିବା ପରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । 

ଓଡ଼ିଶାରେ 'ନିଶାମୁକ୍ତ ଯୁବ - ବିକଶିତ ଭାରତ' ଅଭିଯାନର ଶୁଭାରମ୍ଭ

02 Aug, 2026

ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ  ‘ନିଶାମୁକ୍ତ ଯୁବ - ବିକଶିତ ଭାରତ ସଂକଳ୍ପ ଅଭିଯାନ’ର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଲି। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଦିଗଦର୍ଶନରେ ଆରମ୍ଭ ହୋଇଥିବା ଏହି ଜାତୀୟ ଅଭିଯାନ ଆମ ଯୁବଶକ୍ତିକୁ ଏକ ସୁସ୍ଥ, ଶୃଙ୍ଖଳିତ ଓ ସଂସ୍କାରପୂର୍ଣ୍ଣ ରାଷ୍ଟ୍ର ଗଠନ ଦିଗରେ ଏକଜୁଟ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |