ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

03 Aug, 2026

ଓଡ଼ିଶା ଗସ୍ତ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରଠାରେ ପହଞ୍ଚିବା ପରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । 

ଓଡ଼ିଶାରେ 'ନିଶାମୁକ୍ତ ଯୁବ - ବିକଶିତ ଭାରତ' ଅଭିଯାନର ଶୁଭାରମ୍ଭ

02 Aug, 2026

ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ  ‘ନିଶାମୁକ୍ତ ଯୁବ - ବିକଶିତ ଭାରତ ସଂକଳ୍ପ ଅଭିଯାନ’ର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଲି। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଦିଗଦର୍ଶନରେ ଆରମ୍ଭ ହୋଇଥିବା ଏହି ଜାତୀୟ ଅଭିଯାନ ଆମ ଯୁବଶକ୍ତିକୁ ଏକ ସୁସ୍ଥ, ଶୃଙ୍ଖଳିତ ଓ ସଂସ୍କାରପୂର୍ଣ୍ଣ ରାଷ୍ଟ୍ର ଗଠନ ଦିଗରେ ଏକଜୁଟ…

ବନ୍ୟା ସ୍ଥିତିର ଆକାଶମାର୍ଗରୁ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

01 Aug, 2026

ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ପ୍ରତ୍ୟକ୍ଷ ଅନୁଧ୍ୟାନ ପାଇଁ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଆକାଶମାର୍ଗରୁ ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକର ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର (SRC) ଉପସ୍ଥିତ ଥିଲେ…

ନୂଆଦିଲ୍ଲୀରେ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟ ସାକ୍ଷାତ

31 Jul, 2026

ଆଜି ନୂଆଦିଲ୍ଲୀଠାରେ ମାନ୍ୟବର କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି।ଏହି ଅବସରରେ ରାଜ୍ୟର ଆଭ୍ୟନ୍ତରୀଣ ସୁରକ୍ଷା, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସମବାୟ କ୍ଷେତ୍ରର ସୁଦୃଢ଼ୀକରଣ ଏବଂ ସାମଗ୍ରିକ ବିକାଶ ସମ୍ପର୍କରେ ସକାରାତ୍ମକ ଆଲୋଚନା ହୋଇଥିଲା। କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଏକ ବିକଶିତ ଏବଂ ସମୃଦ୍ଧ ଓଡ଼ିଶା…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |