ସମ୍ବଲପୁର ଗମନାଗମନ ବ୍ୟବସ୍ଥାରେ ଯୋଡ଼ି ହେଲା ନୂଆ ଅଧ୍ୟାୟ ।

10 Jan, 2026

ସମ୍ବଲପୁର ଗମନାଗମନ ବ୍ୟବସ୍ଥାରେ ଯୋଡ଼ି ହେଲା ନୂଆ ଅଧ୍ୟାୟ ।✔️ ୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ✔️ ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବା ନେଇ ଘୋଷଣା✔️ ସମ୍ବଲପୁରରେ ସମୁଦାୟ ଗଡ଼ିବ ୫୦ଟି ଇ-ବସ୍ସମ୍ବଲପୁରରେ ବସଗୁଡ଼ିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟ ବା CRUT ର…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଜିଲ୍ଲା ଗସ୍ତ ଅବସରରେ ମା' ସମଲେଶ୍ୱରୀଙ୍କ ଦର୍ଶନ କରି…

10 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଜିଲ୍ଲା ଗସ୍ତ ଅବସରରେ ମା' ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ଲାଭ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ 8ଟି ବିଭାଗର ୧୧ଟି…

10 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ 8ଟି ବିଭାଗର ୧୧ଟି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି।କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି:✔ ଓଡ଼ିଶା ଦକ୍ଷତା ବିକାଶ ପ୍ରକଳ୍ପ (OSDP)ର ଦ୍ୱିତୀୟ ପର୍ଯ୍ୟାୟକୁ ଅନୁମୋଦନ✔ ବ୍ରହ୍ମପୁର ଏବଂ ସମ୍ବଲପୁରରେ ନୂତନ କ୍ୟାମ୍ପସ ସହିତ ଭୁବନେଶ୍ୱର ବିଶ୍ୱ ଦକ୍ଷତା…

ଓଡ଼ିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହ।

09 Jan, 2026

ଓଡ଼ିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହ।✅ଦକ୍ଷତା (Skill)ର ସମସ୍ତ ସ୍ତରରେ ଉତ୍କର୍ଷତା ହାସଲ କରିବା ହେଉଛି ସରକାରଙ୍କ ଲକ୍ଷ୍ୟ✅୪୭ଟି ITI ହେବ ସେଣ୍ଟର ଅଫ୍ ଏକ୍‌ସେଲେନ୍ସ, ଓ ୯ଟି ITIରେ AI Lab✅୫୪ ଜଣଙ୍କୁ ସ୍ବର୍ଣ୍ଣ, ୫୩ ଜଣଙ୍କୁ ରୌପ୍ୟ ଏବଂ ୫୦ ଜଣଙ୍କୁ ମିଳିଲା ବ୍ରୋଞ୍ଜ ପଦକ"ଓଡ଼ିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ନିଜକୁ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |