ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଅବସରରେ ଆଜି ଝାରସୁଗୁଡା ବିମାନବନ୍ଦରରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ।
21 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଅବସରରେ ଆଜି ଝାରସୁଗୁଡା ବିମାନବନ୍ଦରରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ।

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଅବସରରେ ଆଜି ଝାରସୁଗୁଡା ବିମାନବନ୍ଦରରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲି।
ଓଡ଼ିଶା ମାଟିର ସୁଯୋଗ୍ୟା କନ୍ୟା ତଥା ଦେଶର ପ୍ରଥମ ନାଗରିକଙ୍କ ଏହି ଗସ୍ତ ଆମ ରାଜ୍ୟ ପାଇଁ ଗର୍ବ ଓ ଗୌରବର ଏକ ଅନନ୍ୟ ମୁହୂର୍ତ୍ତ। ତାଙ୍କର ମାର୍ଗଦର୍ଶନ ଏବଂ ଉପସ୍ଥିତି ବିକଶିତ ଓଡ଼ିଶା ଗଠନ ଦିଗରେ ଆମକୁ ସଦାସର୍ବଦା ପ୍ରେରଣା ଯୋଗାଇବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |