ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲା ସ୍ମାର୍ଟ ସିଟିର ସମନ୍ୱିତ ଆଦେଶ ଏବଂ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟନ କରିବା ସହ ଏହାର ପରିଦର୍ଶନ କରିଛନ୍ତି।
21 Apr, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲା ସ୍ମାର୍ଟ ସିଟିର ସମନ୍ୱିତ ଆଦେଶ ଏବଂ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟନ କରିବା ସହ ଏହାର ପରିଦର୍ଶନ କରିଛନ୍ତି।

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲା ସ୍ମାର୍ଟ ସିଟିର ସମନ୍ୱିତ ଆଦେଶ ଏବଂ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟନ କରିବା ସହ ଏହାର ପରିଦର୍ଶନ କରିଛନ୍ତି। ଏହି ଅବସରରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଉପସ୍ଥିତ ଥିଲେ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |