ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
26 Apr, 2026

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଓଡ଼ିଆ ଅସ୍ମିତାକୁ ଗରୀୟାନ କରିବା ଦିଗରେ ତାଙ୍କର ଅତୁଳନୀୟ ଅବଦାନକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ମନେ ପକାଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |