ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
28 Apr, 2026

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଆ ଭାଷା, ସାହିତ୍ୟର ସୁରକ୍ଷା ଏବଂ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ଉଲ୍ଲେଖନୀୟ ଅବଦାନକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ସ୍ମରଣ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |