ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ପୁରୁଷୋତ୍ତମପୁରସ୍ଥିତ ବି.ଏନ୍.କେ ଉଚ୍ଚ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ତଥା ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି।
28 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ପୁରୁଷୋତ୍ତମପୁରସ୍ଥିତ ବି.ଏନ୍.କେ ଉଚ୍ଚ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ତଥା ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି।

କେନ୍ଦୁଝର ଜିଲ୍ଲା ପୁରୁଷୋତ୍ତମପୁରସ୍ଥିତ ବି.ଏନ୍.କେ ଉଚ୍ଚ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ତଥା ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେଲି। ବିଦ୍ୟାଳୟର ପାଞ୍ଚ ଦଶନ୍ଧିର ଏହି ଗୌରବମୟ ଯାତ୍ରାକୁ ସମ୍ମାନ ଜଣାଇ ବିଦ୍ୟାଳୟର ଉନ୍ନତିକରଣ ପାଇଁ 'ପି.ଏମ. ଶ୍ରୀ' ମାନ୍ୟତା ପ୍ରଦାନ ସହ ୭ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛି। ଶିକ୍ଷା ହିଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ଏବଂ ଆମ ସରକାର ବିଦ୍ୟାଳୟର ପ୍ରକୃତ ଭିତ୍ତିଭୂମି ତଥା ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ। ବିଦ୍ୟାଳୟର ୫୦ ବର୍ଷର ଏହି ଗୌରବମୟ ଯାତ୍ରା ସହ ଜଡ଼ିତ ସମସ୍ତ ଶିକ୍ଷକ, ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |