ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଆସ୍କାର ମାନ୍ୟବର ସାଂସଦ ଶ୍ରୀମତୀ ଅନୀତା ଶୁଭଦର୍ଶିନୀ ଏବଂ କଳାହାଣ୍ଡିର ମାନ୍ୟବର ସାଂସଦ ଶ୍ରୀମତୀ ମାଳବିକା ଦେବୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
19 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଆସ୍କାର ମାନ୍ୟବର ସାଂସଦ ଶ୍ରୀମତୀ ଅନୀତା ଶୁଭଦର୍ଶିନୀ ଏବଂ କଳାହାଣ୍ଡିର ମାନ୍ୟବର ସାଂସଦ ଶ୍ରୀମତୀ ମାଳବିକା ଦେବୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଆସ୍କାର ମାନ୍ୟବର ସାଂସଦ ଶ୍ରୀମତୀ ଅନୀତା ଶୁଭଦର୍ଶିନୀ ଏବଂ କଳାହାଣ୍ଡିର ମାନ୍ୟବର ସାଂସଦ ଶ୍ରୀମତୀ ମାଳବିକା ଦେବୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ଅବସରରେ ସମ୍ପୃକ୍ତ ଅଞ୍ଚଳଗୁଡ଼ିକର ସାମଗ୍ରିକ ବିକାଶ, ଭିତ୍ତିଭୂମିର ଉନ୍ନତିକରଣ ଏବଂ ଜନକଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ ସମ୍ପର୍କରେ ଉଭୟ ସାଂସଦ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହ ସକାରାତ୍ମକ ଓ ଗଠନମୂଳକ ଆଲୋଚନା କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |