ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର ମାନ୍ୟବର ବିଧାୟକମାନଙ୍କ ସହିତ ରବିଧାନ ସଂଗ୍ରହ ସମ୍ପର୍କରେ ଆଲୋଚନା କରିଛନ୍ତି।
19 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର ମାନ୍ୟବର ବିଧାୟକମାନଙ୍କ ସହିତ ରବିଧାନ ସଂଗ୍ରହ ସମ୍ପର୍କରେ ଆଲୋଚନା କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର ମାନ୍ୟବର ବିଧାୟକମାନଙ୍କ ସହିତ ରବିଧାନ ସଂଗ୍ରହ ସମ୍ପର୍କରେ ଆଲୋଚନା କରିଛନ୍ତି। ଧାନ ସଂଗ୍ରହ ବ୍ୟବସ୍ଥାର ଉତ୍ତମ ପରିଚାଳନା ସହ ଚାଷୀମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |