ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
25 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାର ସର୍ବାଙ୍ଗୀନ ବିକାଶ ଓ ସମୃଦ୍ଧି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହାସହ ଓଡ଼ିଶାବାସୀଙ୍କ ସେବାରେ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ହେବାକୁ ଥିବା ସମାରୋହରେ ଯୋଗଦେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛନ୍ତି। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |