ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ଏମ୍ସ (AIIMS) ଭୁବନେଶ୍ୱର ସହଭାଗିତାରେ ଆୟୋଜିତ ସ୍ୱାସ୍ଥ୍ୟ ଶିବିରର ଶୁଭାରମ୍ଭ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି।
20 Jun, 2026

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ଏମ୍ସ (AIIMS) ଭୁବନେଶ୍ୱର ସହଭାଗିତାରେ ଆୟୋଜିତ ସ୍ୱାସ୍ଥ୍ୟ ଶିବିରର ଶୁଭାରମ୍ଭ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ଏହି ଅବସରରେ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଶୁଭାରମ୍ଭ ହୋଇଛି ।  

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧