• ପବିତ୍ର ଘୋଷଯାତ୍ରା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ଟଙ୍କତୋରାଣି ବଣ୍ଟନ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି । ଏହାସହ ସେ ନିଜେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଶ୍ରଦ୍ଧାର ସହ ଟଙ୍କତୋରାଣି ବଣ୍ଟନ କରିଛନ୍ତି ।

16 Jul, 2026

ଘୋଷଯାତ୍ରା ଅବସରରେ ଟଙ୍କତୋରାଣି ବଣ୍ଟନ କେନ୍ଦ୍ରର ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ପବିତ୍ର ଘୋଷଯାତ୍ରା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ଟଙ୍କତୋରାଣି ବଣ୍ଟନ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି । ଏହାସହ ସେ ନିଜେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଶ୍ରଦ୍ଧାର ସହ ଟଙ୍କତୋରାଣି ବଣ୍ଟନ କରିଛନ୍ତି । 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧