• ଓଡ଼ିଶାର ରେଳ ବିକାଶକୁ ନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ଓଡ଼ିଶାର ରେଳ ବିକାଶକୁ ନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
31 Jul, 2026

ଓଡ଼ିଶାର ରେଳ ବିକାଶକୁ ନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ନୂଆଦିଲ୍ଲୀଠାରେ ମାନ୍ୟବର କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଜୀଙ୍କ  ସହ ସୌଜନ୍ୟମୂଳକ ସାକ୍ଷାତ କଲି ।

ଏହି ଅବସରରେ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ନୂତନ ରେଳ ଲାଇନ୍ ପ୍ରକଳ୍ପର କାର୍ଯ୍ୟକାରିତା ଓ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ ନେଇ ଆମର ସକରାତ୍ମକ ଆଲୋଚନା ହୋଇଛି ।  ଆଞ୍ଚଳିକ ତଥା ଶିଳ୍ପାଞ୍ଚଳ ସଂଯୋଗୀକରଣକୁ ଅଧିକ କ୍ରିୟାଶୀଳ କରି ଆର୍ଥିକ ପ୍ରଗତିକୁ ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ ।  କେନ୍ଦ୍ର ସରକାରଙ୍କ ସହଯୋଗରେ ଏକ ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମେ ନିରନ୍ତର ଆଗେଇ ଚାଲିଛୁ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |