• ରାଷ୍ଟ୍ରପତିଙ୍କ ଉପସ୍ଥିତିରେ କଟକରେ ଜଗତଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭାରମ୍ଭ

03 Aug, 2026

ରାଷ୍ଟ୍ରପତିଙ୍କ ଉପସ୍ଥିତିରେ କଟକରେ ଜଗତଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭାରମ୍ଭ

ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଏହି ଶୁଭ ଉଦ୍‌ଘାଟନ କେବଳ ଗୋଟିଏ ନୂତନ ଶିକ୍ଷାନୁଷ୍ଠାନର ପ୍ରତିଷ୍ଠା ନୁହେଁ; ଏହା ଓଡ଼ିଶାକୁ ଉଚ୍ଚଶିକ୍ଷା, ଗବେଷଣା ଏବଂ ନୈତିକ ଚରିତ୍ର ନିର୍ମାଣର ଏକ ବିଶ୍ୱସ୍ତରୀୟ ଶିକ୍ଷାକେନ୍ଦ୍ରରେ ରୂପାନ୍ତରିତ କରିବାର ନୂତନ ଯାତ୍ରା ବୋଲି  ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ବିଶ୍ୱବିଦ୍ୟାଳୟ କୃତ୍ରିମ ବୁଦ୍ଧିମତ୍ତା, ସାଇବର ସୁରକ୍ଷା, କମ୍ପ୍ୟୁଟର ସାଇନ୍ସ,, ମ୍ୟାନେଜ୍‌ମେଣ୍ଟ ଏବଂ ସ୍ୱାସ୍ଥ୍ୟ ବିଜ୍ଞାନ ଭଳି ଆଧୁନିକ ଯୁଗୋପଯୋଗୀ ପାଠ୍ୟକ୍ରମ ସହିତ 'ମାଇଣ୍ଡ ମ୍ୟାନେଜମେଣ୍ଟ', ମାନବିକ ମୂଲ୍ୟବୋଧ ଏବଂ ଯୋଗ ବିଜ୍ଞାନ ପାଇଁ ଉତ୍କର୍ଷ କେନ୍ଦ୍ର ମାଧ୍ୟମରେ ବିଦ୍ୟାର୍ଥୀଙ୍କ ମାନସିକ ଶାନ୍ତି, ଚରିତ୍ର ଗଠନ ଓ ଅନ୍ତର୍ନିହିତ ସାମର୍ଥ୍ୟର ବିକାଶ କରିବ । 'ଜଗଦ୍‌ଗୁରୁ କୃପାଳୁ କ୍ଲିନିକ୍', 'ଯୋଗ ଓ ପ୍ରାକୃତିକ ଚିକିତ୍ସାଳୟ' ଏବଂ ଗ୍ରାମୀଣ ଯୁବକ-ଯୁବତୀ ଓ ମହିଳାମାନଙ୍କ ପାଇଁ ବୃତ୍ତିଗତ କୌଶଳ ତାଲିମ କାର୍ଯ୍ୟକ୍ରମ ଦ୍ୱାରା ଏହା ସାମାଜିକ ଦାୟିତ୍ୱବୋଧର ଶ୍ରେଷ୍ଠ ଦୃଷ୍ଟାନ୍ତ ସୃଷ୍ଟି କରିବା ପାଇଁ ପ୍ରତିବଦ୍ଧ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |