• ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
09 Aug, 2026

ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ବିଧାନ ସଭା ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |