• ଯାଜପୁରର ବିକାଶମୂଳକ ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ଓ ବିଧାୟକଙ୍କ ଆଲୋଚନା
24 Aug, 2026

ଯାଜପୁରର ବିକାଶମୂଳକ ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ଓ ବିଧାୟକଙ୍କ ଆଲୋଚନା

ଯାଜପୁରର ସାଂସଦ ମାନ୍ୟବର  ଡ. ରବୀନ୍ଦ୍ର ନାରାୟଣ ବେହେରା ଏବଂ ଧର୍ମଶାଳାର ମାନ୍ୟବର ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଯାଜପୁର ଜିଲ୍ଲା ସମ୍ପର୍କିତ ବିଭିନ୍ନ ପ୍ରମୁଖ ବିକାଶମୂଳକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ।
 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |