• ବର୍ଷା ପ୍ରଭାବିତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ନିର୍ଦ୍ଦେଶ
  • ବର୍ଷା ପ୍ରଭାବିତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ନିର୍ଦ୍ଦେଶ
27 Sep, 2026

ବର୍ଷା ପ୍ରଭାବିତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲା ଚାନ୍ଦିଲି ହାଇସ୍କୁଲରେ ଅବପାତ ଜନିତ ବର୍ଷା ପ୍ରଭାବିତ ଲୋକଙ୍କ ସହ  କଥା ହୋଇ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି । 


ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଜନପ୍ରତିନିଧି ଏବଂ  ପ୍ରଶାସନିକ ଅଧିକାରୀମାନଙ୍କ ସହିତ ଆଲୋଚନା କରି  ରିଲିଫ୍ ଓ ସହାୟତା କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ  ନିର୍ଦ୍ଦେଶ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |