• ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୧ତମ ଜନ୍ମବାର୍ଷିକୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରସ୍ଥିତ 'ଷ୍ଟାଚ୍ୟୁ ଅଫ୍ ୟୁନିଟି' ପରିସରରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ପ୍ୟାରେଡ୍‌ରେ ଯୋଗଦେବା ନିମନ୍ତେ ଭୁବନେଶ୍ୱର ନୂଆ ରେଳ ଷ୍ଟେସନରୁ ଏକ ସ୍ୱତନ୍ତ୍ର ଟ୍ରେନ୍‌କୁ ପତାକା ଦେଖାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୧୯ଟି ନକ୍ସଲମୁକ୍ତ ଜିଲ୍ଲାରୁ ପ୍ରାୟ ଏକ ହଜାର ପ୍ରତିନିଧି ଏହି ଟ୍ରେନ୍ ଯୋଗେ ଶାନ୍ତି, ସୁରକ୍ଷା ଓ ପ୍ରଗତିର ବାର୍ତ୍ତା ବହନ କରି ଓଡ଼ିଶାର ପ୍ରତିନିଧିତ୍ୱ କରିବାକୁ ଯାତ୍ରା ଆରମ୍ଭ କରିଛନ୍ତି ।   ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ

27 Oct, 2026

ଏକତା ଦିବସ ପାଇଁ ଓଡ଼ିଶାରୁ ଗୁଜରାଟ ଅଭିମୁଖେ ସ୍ୱତନ୍ତ୍ର ଟ୍ରେନ୍‌ର ଶୁଭାରମ୍ଭ

ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୧ତମ ଜନ୍ମବାର୍ଷିକୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରସ୍ଥିତ 'ଷ୍ଟାଚ୍ୟୁ ଅଫ୍ ୟୁନିଟି' ପରିସରରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ପ୍ୟାରେଡ୍‌ରେ ଯୋଗଦେବା ନିମନ୍ତେ ଭୁବନେଶ୍ୱର ନୂଆ ରେଳ ଷ୍ଟେସନରୁ ଏକ ସ୍ୱତନ୍ତ୍ର ଟ୍ରେନ୍‌କୁ ପତାକା ଦେଖାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୧୯ଟି ନକ୍ସଲମୁକ୍ତ ଜିଲ୍ଲାରୁ ପ୍ରାୟ ଏକ ହଜାର ପ୍ରତିନିଧି ଏହି ଟ୍ରେନ୍ ଯୋଗେ ଶାନ୍ତି, ସୁରକ୍ଷା ଓ ପ୍ରଗତିର ବାର୍ତ୍ତା ବହନ କରି ଓଡ଼ିଶାର ପ୍ରତିନିଧିତ୍ୱ କରିବାକୁ ଯାତ୍ରା ଆରମ୍ଭ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଦୃଢ଼ ନେତୃତ୍ୱରେ ଓଡ଼ିଶା ଆଜି ସମ୍ପୂର୍ଣ୍ଣ ନକ୍ସଲମୁକ୍ତ ହୋଇ ଦ୍ରୁତ ବିକାଶ ପଥରେ ଆଗେଇ ଚାଲିଛି, ଯେଉଁଥିରେ 'ଗ୍ରାମୋଦୟ ପ୍ଲସ୍' ଭଳି ଯୋଜନା ଜରିଆରେ ପ୍ରଭାବିତ ଅଞ୍ଚଳରେ ଭିତ୍ତିଭୂମି ଓ ସାମାଜିକ ବିକାଶକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଉଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |