• ବାତ୍ୟା ‘ଅର୍ଣ୍ଣବ’ର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କଡ଼ା ନିର୍ଦ୍ଦେଶ

28 Oct, 2026

ବାତ୍ୟା ‘ଅର୍ଣ୍ଣବ’ର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କଡ଼ା ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC)ଙ୍କ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା 'ଅର୍ଣ୍ଣବ'ର ସ୍ଥିତି, କ୍ଷୟକ୍ଷତି, ଚାଲିଥିବା ଉଦ୍ଧାର କାର୍ଯ୍ୟ ତଥା ରିଲିଫ୍ ବଣ୍ଟନ ବ୍ୟବସ୍ଥାର ବିସ୍ତୃତ ସମୀକ୍ଷା କରିଛନ୍ତି ।

ପ୍ରଭାବିତ ଅଞ୍ଚଳରେ ଜନସାଧାରଣଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ସହ ବିଦ୍ୟୁତ୍, ପାନୀୟ ଜଳ ଯୋଗାଣ ଓ ଯୋଗାଯୋଗ ବ୍ୟବସ୍ଥାର ତ୍ୱରିତ ପୁନରୁଦ୍ଧାର ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ODRAF, NDRF ଏବଂ ଅଗ୍ନିଶମ ବାହିନୀକୁ ପୂର୍ଣ୍ଣ ସଜାଗ ରଖିବା ଏବଂ ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ଆନ୍ତଃ-ବିଭାଗୀୟ ସମନ୍ୱୟ ରକ୍ଷା କରି ଯୁଦ୍ଧକାଳୀନ ଭିତ୍ତିରେ ସହାୟତା ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |