• ବାତ୍ୟା ଓ ବନ୍ୟା ପ୍ରଭାବିତ ଗଜପତି ଓ ଗଞ୍ଜାମ ଜିଲ୍ଲାର ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ବାତ୍ୟା ଓ ବନ୍ୟା ପ୍ରଭାବିତ ଗଜପତି ଓ ଗଞ୍ଜାମ ଜିଲ୍ଲାର ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
30 Oct, 2026

ବାତ୍ୟା ଓ ବନ୍ୟା ପ୍ରଭାବିତ ଗଜପତି ଓ ଗଞ୍ଜାମ ଜିଲ୍ଲାର ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ଗଜପତି ଓ ଗଞ୍ଜାମ ଜିଲ୍ଲାର ବାତ୍ୟା ଓ ତତ୍‌ଜନିତ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ବାତ୍ୟା ଓ ବନ୍ୟା ଜନିତ କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ସହ ଉଦ୍ଧାର ଓ ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |