• ବାତ୍ୟା ଓ ବନ୍ୟା କ୍ଷୟକ୍ଷତି ଆକଳନ: କେନ୍ଦ୍ରୀୟ ଟିମ୍ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
  • ବାତ୍ୟା ଓ ବନ୍ୟା କ୍ଷୟକ୍ଷତି ଆକଳନ: କେନ୍ଦ୍ରୀୟ ଟିମ୍ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
05 Nov, 2026

ବାତ୍ୟା ଓ ବନ୍ୟା କ୍ଷୟକ୍ଷତି ଆକଳନ: କେନ୍ଦ୍ରୀୟ ଟିମ୍ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ବାତ୍ୟା ଓ ବନ୍ୟା ଯୋଗୁଁ ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଆସିଥିବା କେନ୍ଦ୍ରୀୟ ଟିମ୍ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଲୋଚନା କରିଛନ୍ତି । ପ୍ରଭାବିତ ଅଞ୍ଚଳରେ ସହାୟତା, ପୁନରୁଦ୍ଧାର ଓ କ୍ଷତିପୂରଣ ପ୍ରଦାନ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଉପରେ ଗୁରୁତ୍ୱ ଦିଆଯାଉଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |