ଯୁବଶକ୍ତିକୁ ନିଯୁକ୍ତି, କୃଷିକୁ ସମୃଦ୍ଧି।
11 Dec, 2025

ଯୁବଶକ୍ତିକୁ ନିଯୁକ୍ତି, କୃଷିକୁ ସମୃଦ୍ଧି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା କୃଷି ଶିକ୍ଷା ସଦନ, ଓ.ୟୁ.ଏ.ଟିଠାରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗ ଦେଇଛନ୍ତି। ଏହି ଅବସରରେ ୩ଟି ବିଭାଗର ୫୯୧ଜଣ ନୂତନ ଭାବେ ଚୟନୀତ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଏଥିସହ ଲୋକଙ୍କ ସୁବିଧା ଏବଂ ଉତ୍ତମ ଜନସେବାକୁ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଏହି ଅବସରରେ ୪୨୫ କୋଟି ଟଙ୍କାର ନୂତନ ଜଳସେଚନ କାର୍ଯ୍ୟର ଉଦଘାଟନ ସହ ୨୦୬୩ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |