କେନ୍ଦୁଝର ଜିଲ୍ଲାର ସିଲି ସୁଆଁଠାରେ ଆୟୋଜିତ ଅଲ୍ ଚିକି ଲିପିର ଶତବାର୍ଷିକୀ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି।
27 Dec, 2025

କେନ୍ଦୁଝର ଜିଲ୍ଲାର ସିଲି ସୁଆଁଠାରେ ଆୟୋଜିତ ଅଲ୍ ଚିକି ଲିପିର ଶତବାର୍ଷିକୀ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି।

କେନ୍ଦୁଝର ଜିଲ୍ଲାର ସିଲି ସୁଆଁଠାରେ ଆୟୋଜିତ ଅଲ୍ ଚିକି ଲିପିର ଶତବାର୍ଷିକୀ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୀବନ କେବଳ ଜଣେ ବ୍ୟକ୍ତି ଭାବେ ନୁହେଁ, ସେ ଏକ ଆନ୍ଦୋଳନ, ଏକ ଚେତନା, ଏକ ଅନୁଷ୍ଠାନ ଓ ସଂସ୍କୃତିର ଅଭିଜ୍ଞାନ। ସେ ଜଣେ ଏମିତି ଯୁଗପୁରୁଷ ଥିଲେ, ଯିଏ ଅନ୍ଧାର ଭିତରେ ଆଲୋକର ଜାଗରଣ କରିଥିଲେ। ଏକ ଅବହେଳିତ ଓ ଅନ୍ତର୍ଭୁକ୍ତ ହୋଇନଥିବା ସମାଜକୁ ଶିକ୍ଷା, ଅସ୍ମିତା ଓ ଗର୍ବର ଅନୁଭୂତି ଦେଇଥିଲେ। ସେ ଥିଲେ ସାନ୍ତାଳୀ ଅସ୍ମିତାର ପ୍ରତୀକ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |