ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ରେଳ ଅଡିଟୋରିୟମ୍‌ରେ ଆୟୋଜିତ ୧୪ତମ ନିଯୁକ୍ତି ମେଳାରେ ଯୋଗ ଦେଇଛନ୍ତି।
30 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ରେଳ ଅଡିଟୋରିୟମ୍‌ରେ ଆୟୋଜିତ ୧୪ତମ ନିଯୁକ୍ତି ମେଳାରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ରେଳ ଅଡିଟୋରିୟମରେ ଆୟୋଜିତ ଚତୁର୍ଦ୍ଦଶ ନିଯୁକ୍ତି ମେଳାରେ ଯୋଗ ଦେଇଛନ୍ତି ଏବଂ ୧୧ଟି ବିଭାଗର ୧୫୪୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସମ୍ବୋଧିତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଅନୁଷ୍ଠିତ ଚତୁର୍ଦ୍ଦଶ ନିଜୁକ୍ତି ମେଳାରେ ୧୧ଟି ବିଭାଗର ୧,୫୪୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |