ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ୧୬ ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ସହ ଏହାର ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ଉପରେ ଗୁରୁତ୍ୱ ଦେଇଛନ୍ତି ।
05 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ୧୬ ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ସହ ଏହାର ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ଉପରେ ଗୁରୁତ୍ୱ ଦେଇଛନ୍ତି । ଲୋକଙ୍କ ସରକାରରେ ଲୋକଙ୍କ ସୁବିଧା ହିଁ ପ୍ରାଥମିକତା । ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କ ସମସ୍ୟାର ସମାଧାନ କରି ଉତ୍ତମ ନାଗରିକ ସେବା ପ୍ରଦାନ ଦିଗରେ ସରକାରଙ୍କ ଉଦ୍ୟମ ଜାରି ରହିଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |