ପଦ୍ମ ବିଭୂଷଣ ଗୁରୁ ଶ୍ରୀ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।
08 Jan, 2026

ପଦ୍ମ ବିଭୂଷଣ ଗୁରୁ ଶ୍ରୀ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ କେଳୁଚରଣ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଚିତ୍ରକଳା ଏବଂ ଫଟୋ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |