ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ।
11 Jan, 2026

ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ।

ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ।

୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର ସହର ସାରା ବିଛାଯିବ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍‌ଲାଇନ୍

ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଘରେ ଘରେ

ଦିନକୁ ପହଞ୍ଚିବ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ, ଉପକୃତ ହେବେ ୪୧ଟି ୱାର୍ଡର ପ୍ରାୟ ୫ ଲକ୍ଷ ଲୋକ

"ପାନୀୟ ଜଳ ସମସ୍ୟାର ସମାଧାନ ସହ, ଅଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ" :- ମାନ୍ୟବର ମୁଖ୍ୟମନ୍ତ୍ରୀ

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |