ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଚାଷ ଜମିରେ ଜଳର ସୁପରିଚାଳନା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ।
22 Jan, 2026

ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଚାଷ ଜମିରେ ଜଳର ସୁପରିଚାଳନା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ।

ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଚାଷ ଜମିରେ ଜଳର ସୁପରିଚାଳନା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ।
✅ ଓଡ଼ିଶାର ୪୦,୩୮୦ ପାଣି ପଞ୍ଚାୟତ ୨୪.୧୨ ଲକ୍ଷ ହେକ୍ଟର ଜମିରେ ପାଣି ପରିଚାଳନା କରୁଛନ୍ତି 
✅ ଆଗାମୀ ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ବ୍ୟବସ୍ଥା ହେବ 
"ଜଳର ସୁପରିଚାଳନା ବିନା କୃଷି, ଅର୍ଥନୈତିକ ଉନ୍ନତି ଓ ରାଜ୍ୟର ପ୍ରଗତି ଅସମ୍ଭବ। ପାଣି ପଞ୍ଚାୟତ ବ୍ୟବସ୍ଥା ଓଡ଼ିଶାର କୃଷି ଓ କୃଷକଙ୍କ ଜୀବନରେ ଏକ ବିରାଟ ପରିବର୍ତ୍ତନ ଆଣିଛି।"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |