ଜାତୀୟ ସହିଦ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
30 Jan, 2026

ଜାତୀୟ ସହିଦ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଜାତୀୟ ସହିଦ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସତ୍ୟ ଏବଂ ଅହିଂସାର ସନ୍ଥ ମହାତ୍ମା ଗାନ୍ଧୀଙ୍କ ଅବଦାନକୁ ସ୍ମରଣ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |