ଲୋକଙ୍କ ସରକାରରେ ହେବ ଲୋକଙ୍କ ବଜେଟ୍, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନସନ୍ ହଲଠାରେ ଆୟୋଜିତ ପ୍ରାକ୍ ବଜେଟ ପରାମର୍ଶ ସଭା ବୈଠକରେ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିମାନଙ୍କ ସହିତ ପ୍ରାକ୍‌ ବଜେଟ ପରାମର୍ଶ ଆଲୋଚନା କରିଛନ୍ତି ।
05 Feb, 2026

ସରକାରଙ୍କ ବଜେଟ ପ୍ରସ୍ତୁତ ପ୍ରକ୍ରିୟା ଏବେ ସଚିବାଳୟରୁ ବାହାରି ଲୋକଙ୍କ ପାଖକୁ ଯାଇଛି । ଜନସାଧାରଣଙ୍କଠାରୁ ସେମାନଙ୍କ ବହୁମୂଲ୍ୟ ମତାମତ ଆହ୍ୱାନ କରି ଅନୁଧ୍ୟାନ ଓ ତର୍ଜମା ପରେ ବଜେଟରେ ସ୍ଥାନୀତ କରାଯାଉଛି । ବୈଠକରୁ ଯେଉଁ ସବୁ ସୁଚିନ୍ତିତ ପରାମର୍ଶ ମିଳିଛି, ବିଭାଗ ତାକୁ ରେକର୍ଡ କରି ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ନିର୍ଦ୍ଦେଶ ଦେଇଛନ୍ତି। 
ପ୍ରାକ୍ ବଜେଟ ପରାମର୍ଶ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ
✅ ବିଭିନ୍ନ କ୍ଷେତ୍ରରୁ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ ବିଶେଷଜ୍ଞ 
✅ ୨୦୨୬-୨୭ ବଜେଟ ପ୍ରସ୍ତୁତି ପାଇଁ ୱେବ୍‌ ପୋର୍ଟାଲ, ଇ-ମେଲ, ଏସ୍.ଏମ୍.ଏସ୍., ହ୍ୱାଟ୍ସଆପ ଜରିଆରେ ବହୁ ସଂଖ୍ୟାରେ ସୁଚିନ୍ତିତ ମତାମତ ଆସିବାରେ ଲାଗିଛି 
"ସମସ୍ତଙ୍କ ମତାମତକୁ ଆଧାର କରି, ଓଡ଼ିଶାର ଲୋକଙ୍କ ହିତକୁ ଦୃଷ୍ଟିରେ ରଖି, ୨୦୨୬-୨୭ ବଜେଟକୁ ବାସ୍ତବରେ ‘ଲୋକଙ୍କ ବଜେଟ’ ଭାବେ ପ୍ରସ୍ତୁତ କରାଯିବ"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |