ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ 'ପରୀକ୍ଷା ପେ ଚର୍ଚ୍ଚା' ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ୟୁନିଟ୍-୧ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଛାତ୍ରଛାତ୍ରୀମାନଙ୍କ ସହିତ କାର୍ଯ୍ୟକ୍ରମ ଦେଖିଛନ୍ତି।
06 Feb, 2026

ନିଜର ଆତ୍ମ ବିଶ୍ବାସ ହିଁ ସଫଳତାର ପ୍ରମୁଖ ଚାବିକାଠି। ପ୍ରେସରରେ ନୁହେଁ, ପେସେନ୍ସ ରଖି ପାଠ ପଢିଲେ ପରୀକ୍ଷାର ପ୍ରସ୍ତୁତି ଉଚ୍ଚୋକୋଟୀର ହେବ। ପରୀକ୍ଷା ସମୟରେ ଏହି ଦୁଇଟି ଜିନିଷ ପ୍ରତ୍ୟେକ ପିଲାଙ୍କ ପାଇଁ ଲାଭଦାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ସହ କଥାବାର୍ତ୍ତା ହୋଇ ପରୀକ୍ଷା ସମୟର ପ୍ରସ୍ତୁତି ଏବଂ ପାଠପଢା ସମୟର ପ୍ରସ୍ତୁତି ବିଷୟରେ ପରାମର୍ଶ ଦେଇଛନ୍ଥି। 
ଏଥିସହ ପିଲାମାନଙ୍କୁ କ୍ଷମତା, ଯୋଗ୍ୟତା ଓ ରୁଚି ଅନୁଯାୟୀ ପ୍ରେରଣା ଦେବାକୁ ମୁଖ୍ୟମନ୍ତ୍ରୀ ଅଭିଭାବକମାନଙ୍କୁ ଉପଦେଶ ଦେଇଛନ୍ତି। ପିଲାଙ୍କର ଚାରିତ୍ରିକ ବିକାଶ, ଶୃଙ୍ଖଳା ଜ୍ଞାନ ଏ ସବୁ ନିଜ ଘରେ, ନିଜ ପାରିବାରିକ ପରିବେଶରେ ହିଁ ବୃଦ୍ଧି ହୁଏ। ଏଣୁ, ପିଲାଦିନରୁ ହିଁ ସେମାନଙ୍କୁ ନୈତିକ ଶିକ୍ଷା ପ୍ରଦାନ କରିବା ଦ୍ୱାରା ପ୍ରତ୍ୟେକ ଶିଶୁ ଜଣେ ଉଦୀୟମାନ ଛାତ୍ର ଭାବେ ଉଭା ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |