ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ୱାରା ୨୫୦ଟି ନୂତନ '୧୦୮' ଆମ୍ବୁଲାନ୍ସର ଲୋକାର୍ପଣ ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ଆହୁରି ମଜଭୁତ କରିବ।
10 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ୱାରା ୨୫୦ଟି ନୂତନ '୧୦୮' ଆମ୍ବୁଲାନ୍ସର ଲୋକାର୍ପଣ ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ଆହୁରି ମଜଭୁତ କରିବ।

ରାଜ୍ୟବାସୀଙ୍କ ପାଇଁ ଜରୁରୀକାଳୀନ ଚିକିତ୍ସା ସେବା ସୁନିଶ୍ଚିତ କରିବା ନିମନ୍ତେ ଲୋକଙ୍କ ସରକାର ପ୍ରତିବଦ୍ଧ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ୱାରା ୨୫୦ଟି ନୂତନ '୧୦୮' ଆମ୍ବୁଲାନ୍ସର ଲୋକାର୍ପଣ ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ଆହୁରି ମଜଭୁତ କରିବ। ଜରୁରୀ ସମୟରେ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସାଳୟରେ ପହଞ୍ଚାଇବା ସହ ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ରାଜ୍ୟର ସ୍ୱାସ୍ଥ୍ୟସେବା ପରିଚାଳନାକୁ ଅଧିକ କ୍ରିୟାଶୀଳ କରିବାରେ ସହାୟକ ହେବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |