ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ
10 Feb, 2026

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗ୍ରାମୀଣ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ପ୍ରତି ବିଶେଷ ଦୃଷ୍ଟି ଦେବା ଉପରେ ଗୁରୁତ୍ୱ ଦେଇଛନ୍ତି।
ଏହି ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ, ନିର୍ଦ୍ଦେଶକ (ପାନୀୟ ଜଳ ଓ ପରିମଳ) ପ୍ରମୁଖ ଉପସ୍ଥିତ ଥିଲେ। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |