ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ରାଜ୍ୟସ୍ତରୀୟ ପିଏମ୍ କିଷାନ ଉତ୍ସବ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।
13 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ରାଜ୍ୟସ୍ତରୀୟ ପିଏମ୍ କିଷାନ ଉତ୍ସବ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ଉତ୍ସବ ଦିବସ ଅବସରରେ ଦେଶର ଅନ୍ନଦାତାଙ୍କୁ ‘ପିଏମ୍-କିଷାନ ଯୋଜନା’ର ୨୨ତମ କିସ୍ତି ପ୍ରଦାନ କରିଛନ୍ତି। ଏଥିରେ ଓଡ଼ିଶାର ୩୪ଲକ୍ଷରୁ ଊର୍ଦ୍ଧ୍ୱ ଅନ୍ନଦାତାଙ୍କୁ ₹୬୮୪ କୋଟି ସହାୟତା ପ୍ରଦାନ କରାଯାଇଛି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ରାଜ୍ୟସ୍ତରୀୟ ପିଏମ୍ କିଷାନ ଉତ୍ସବ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ସହାୟତା ରାଶି କୃଷକଙ୍କ ଆର୍ଥିକ ପ୍ରଗତିକୁ ସୁନିଶ୍ଚିତ କରିବା ସହ ଲୋକଙ୍କ ସରକାରରେ କୃଷକ କଲ୍ୟାଣ ଧାରାକୁ ଆହୁରି ମଜଭୁତ କରିବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |