ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ ଅବସରରେ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।
21 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ ଅବସରରେ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ । ଏହା ଆମ ଜୀବନ ଓ ଜୀବିକାର ଆଧାର ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ-୨୦୨୬ ପାଳନ ଅବସରରେ କହିଛନ୍ତି । ବନ ସୁରକ୍ଷା ଓ ଜଙ୍ଗଲ ସୃଷ୍ଟି କ୍ଷେତ୍ରରେ କାମ କରୁଥିବା ସମସ୍ତଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇ ଜଙ୍ଗଲ ନିଆଁ ରୋକିବା ଏବଂ ମନୁଷ୍ୟ-ବନ୍ୟଜନ୍ତୁ ସଂଘର୍ଷ ରୋକିବା ଦିଗରେ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି। ଏଥିସହ ମନୁଷ୍ୟକୃତ ଜଙ୍ଗଲ ନିଆଁ ପାଇଁ ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |