ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି
30 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶିଳାନ୍ୟାସ ହୋଇଥିବା ସମସ୍ତ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ବିଦ୍ୟାଳୟରେ ଶ୍ରେଣୀ ସଂଖ୍ୟା ବଢ଼ାଇବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହ ପାଠ ପଢ଼ା ସହ ଖେଳ କରସତ ନିମନ୍ତେ ପର୍ଯ୍ୟାପ୍ତ ସୁବିଧା ରଖି ବିଦ୍ୟାଳୟ ନିର୍ମାଣ ପାଇଁ ପ୍ରାଥମିକ ପର୍ଯ୍ୟାୟରେ ସଠିକ୍ ବ୍ୟୟ ଅଟକଳ ନିର୍ଦ୍ଧାରଣ କରିବା ସହ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟାଳୟମାନଙ୍କ ପାଇଁ ଅଧିକ ଅର୍ଥରାଶି ଯୋଗାଇ ଦିଆଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |