ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତୀୟ ଜନଗଣନା-୨୦୨୭ ପରିପ୍ରେକ୍ଷୀରେ ସେଲ୍ଫ ଏନୁମରେସନ୍ (Self - Enumeration) / ସ୍ଵ-ଗଣନା କରିଛନ୍ତି ।
03 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତୀୟ ଜନଗଣନା-୨୦୨୭ ପରିପ୍ରେକ୍ଷୀରେ ସେଲ୍ଫ ଏନୁମରେସନ୍ (Self - Enumeration) / ସ୍ଵ-ଗଣନା କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତୀୟ ଜନଗଣନା-୨୦୨୭ ପରିପ୍ରେକ୍ଷୀରେ ସେଲ୍ଫ ଏନୁମରେସନ୍ (Self - Enumeration) / ସ୍ଵ-ଗଣନା କରିଛନ୍ତି । ଅନଲାଇନ ପୋର୍ଟାଲ https://se.census.gov.in ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନିଜେ ନିଜର ତଥ୍ୟ ପ୍ରଦାନ କରି ଦେଶର ପ୍ରଥମ ଡିଜିଟାଲ ଜନଗଣନାରେ ସାମିଲ ହେବା ସହ ସ୍ଵ-ଗଣନା ପାଇଁ ନାଗରିକମାନଙ୍କୁ ଉତ୍ସାହିତ କରିଛନ୍ତି। ଏହି ଅବସରରେ ଜନଗଣନା ନିର୍ଦ୍ଦେଶାଳୟ, ଓଡ଼ିଶା ନିର୍ଦ୍ଦେଶକ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।   

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |