ପୋଲିସ ମହାନିର୍ଦ୍ଦେଶକ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ନିକଟରେ ରାଷ୍ଟ୍ରପତିଙ୍କ 'ପୋଲିସ କଲର୍ସ ଆୱାର୍ଡ଼' ପ୍ରଦର୍ଶନ କରିଛନ୍ତି।
07 Apr, 2026

ପୋଲିସ ମହାନିର୍ଦ୍ଦେଶକ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ନିକଟରେ ରାଷ୍ଟ୍ରପତିଙ୍କ 'ପୋଲିସ କଲର୍ସ ଆୱାର୍ଡ଼' ପ୍ରଦର୍ଶନ କରିଛନ୍ତି।

ପୋଲିସ ମହାନିର୍ଦ୍ଦେଶକ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ନିକଟରେ ରାଷ୍ଟ୍ରପତିଙ୍କ 'ପୋଲିସ କଲର୍ସ ଆୱାର୍ଡ଼' ପ୍ରଦର୍ଶନ କରିଛନ୍ତି। ଆଇନ ଶୃଙ୍ଖଳା ଏବଂ ଲୋକଙ୍କ ସୁରକ୍ଷା ଦିଗରେ ପ୍ରତିବଦ୍ଧତାର ସହ କାର୍ଯ୍ୟରତ ଓଡ଼ିଶା ପୋଲିସ ହାସଲ କରିଥିବା ଏହି ମର୍ଯ୍ୟାଦାଜନକ ସମ୍ମାନ ରାଜ୍ୟ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ ବୋଲି କହିବା ସହ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |