ବଜେଟ କେବଳ ଆୟ-ବ୍ୟୟର ତାଲିକା ନୁହେଁ, ବରଂ ଏହା ଓଡ଼ିଶାର ସମଗ୍ର ଉନ୍ନତି ସହ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣର ଏକ ସୁଦୃଢ଼ ରୋଡମ୍ୟାପ୍ ବୋଲି ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା ‘ଆମେ ଜାଣିବା, ଆମ ବଜେଟ’ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।
07 Apr, 2026

ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା:-
✅ “ଆମେ ଜାଣିବା, ଆମ ବଜେଟ” ଅଭିଯାନ: 
୧ରୁ ୧୪ ଏପ୍ରିଲ ମଧ୍ୟରେ ପଞ୍ଚାୟତସ୍ତର ପର୍ଯ୍ୟନ୍ତ ଆୟୋଜିତ ହେବ
✅ ବଜେଟର ବିଭିନ୍ନ ପାର୍ଶ୍ୱକୁ ସରଳ ଭାଷାରେ ଲୋକଙ୍କ ନିକଟକୁ ପହଞ୍ଚାଯିବ 
✅ ଆମେ ଜାଣିବା, ଆମ ବଜେଟ’ କାର୍ଯ୍ୟକ୍ରମ ଲୋକାଭିମୁଖୀ ଓ ପାରଦର୍ଶୀ ଶାସନର ନୂତନ ପରିଚୟ
✅ ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ସମୃଦ୍ଧ ଓଡ଼ିଶା ଭିଜନର ଲକ୍ଷ୍ୟ ହାସଲ ନିମନ୍ତେ ଏକ ସୁଦୃଢ଼  ମୂଳଦୂଆ ସାବ୍ୟସ୍ତ ହେବ
"ଚଳିତ ବର୍ଷର ବଜେଟ ଅଟକଳ, ବିଗତ ବର୍ଷର ବଜେଟ ଅଟକଳ ଠାରୁ ୭ ପ୍ରତିଶତ ଅଧିକ। ଏହି ବଜେଟ୍ ଓଡ଼ିଶାକୁ ପୂର୍ବଭାରତର ଏକ ପ୍ରମୁଖ ଲଜିଷ୍ଟିକ୍ ଏବଂ ଯୋଗାଯୋଗ ହବ୍‌ ଭାବରେ ଗଢ଼ି ତୋଳିବା ପାଇଁ ଏକ ବୈପ୍ଲବିକ ରୋଡମ୍ୟାପ ପ୍ରସ୍ତୁତ କରିଛି"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |